ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ସ୍ଥିର ରଖିବାକୁ ନିଷ୍ପତ୍ତି। ଲଗାତାର ୧୧ ଥର ପାଇଁ ଅପରିବର୍ତ୍ତିତ ରଖିଲା ଆରବିଆଇ। ସୂଚନା ଦେଲେ ରିଜର୍ଭ ବ୍ୟାଙ୍କ୍ ଗଭର୍ଣ୍ଣର ଶକ୍ତିକାଣ୍ଟ ଦାସ। ବେଞ୍ଚମାର୍କ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି ଆର୍ ବି ଆଇ। ଫଳରେ ଇ ଏମ୍ ଆଇ ପୂର୍ବଭଳି ରହିବ।


